Below header

ବଡଜୀଉଳି ଜଙ୍ଗଲରେ ହାତୀ ଶାବକ ମୃତ

ଘଟଗାଁ(କେନ୍ୟୁଜ) : କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଦେବନ୍ଧ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବଡ଼ଜୀଉଳି ଜଙ୍ଗଲରେ ଏକ ହାତୀ ଶାବକର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ହାତୀ ଶାବକର ମୃତ୍ୟୁ କିପରି ହେଲା ତାହା ଅସ୍ପଷ୍ଟ ଥିବା ବେଳେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଘଟଣା ସ୍ଥଳରେ ଘଟଗାଁ ରେଞ୍ଜର ପ୍ରଭାତ କୁଅଁର ଓ ଦେବନ୍ଧ ଫରେଷ୍ଟର ପୁଷ୍ପଲତା ମହାନ୍ତ ସଦଳେବଳେ ପହଁଚି ଘଟଣାର ତଦନ୍ତ ଜାରିରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.