ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ! କାମାକ୍ଷାନଗର ଖରଖରି ଗାଁ ମାରାମ୍ବୁରୁ ନାଳ ନିକଟରୁ ମୃତଦେହ ଉଦ୍ଧାର

ଢେଙ୍କାନାଳ: ପୁଣି ଲଜ୍ଜା । ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ଢେଙ୍କାନାଳ କାମାକ୍ଷାନଗର ଥାନା ଖରଖରି ଗାଁ ମାରାମ୍ବୁରୁ ନାଳ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି।

ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଓ କଙ୍କଡାହାଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଘଟଣାରେ ୩ଜଣଙ୍କୁ ଅଟକ ରଖାଯାଇ ପଚରା ଉଚରା କରାଯାଉଥିବା ଏସ୍‌ପି ଅଶୋକ ମିନ୍ନା ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.