ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ମାମଲାରେ ବଦଳିଲେ ତଦନ୍ତକାରୀ ଅଧିକାରୀ। NHRC ଗାଇଡ୍ଲାଇନ୍ ଅନୁୟାୟୀ ତଦନ୍ତ ହେଉଛି। ଅତିରିକ୍ତ ଡିସିପି ଏହାର ତଦାରଖ କରୁଛନ୍ତି। ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ NHRCକୁ ପଠାଯିବ।ବଡ଼ଗଡ଼ ଥାନା ହାଜତ ମୃତ୍ୟୁ ମାମଲାରେ ସଂପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଦେବେନ୍ଦ୍ରଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି। କେନ୍ଦ୍ର ମାନବ ଅଧିକାର କମିଶନଙ୍କ ଟିମ୍ ତଦନ୍ତ ପାଇଁ ନିବେଦନ କରିଛନ୍ତି ଭାରତୀୟ ବିକାଶ ପରିଷଦର ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ କୁମାର ଦାଶ ।
ଭୁବନେଶ୍ୱର ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ଘଟଣାରେ ଅଭିଯୋଗ ଆଣିଥିଲେ ମୃତ ବ୍ୟକ୍ତିଙ୍କ ପରିବାର ଲୋକ। ଦେବେନ୍ଦ୍ର ଚୌଧୁରୀଙ୍କ ନାଁରେ ରହିଛି ଏକାଧିକ ଚୋରି ମାମଲା। କପିଳ ପ୍ରସାଦ ଅଞ୍ଚଳରେ ମୃତ ଦେବେନ୍ଦ୍ରଙ୍କ ପରିବାର ଲୋକ ରୁହନ୍ତି। ଦେବେନ୍ଦ୍ର ସାଇକେଲ ଚୋରି କରୁଥିବାର ଚିତ୍ର ସିସିଟିଭିରେ କଏଦ୍ ହୋଇଥିଲା।
ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ। ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…
ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…