କଟକ: କଟକ ଜିଲ୍ଲା ଅନ୍ତର୍ଗତ ବଡମ୍ବା ଥାନା କଣ୍ଟେନମେଣ୍ଟ ଜୋନ୍ ଘୋଷିତ । ବଡମ୍ବା ଥାନା ଆଇଆଇସି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଥାନାକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ଥାନାର ୨୨ ଜଣ କର୍ମଚାରୀଙ୍କ ନମୁନା ସଂଗ୍ରହ କରାଯାଇଛି । ଆଜି ସେମାନଙ୍କ ନମୁନା ପରୀକ୍ଷା କରାଯିବ । ଏନେଇ ଆଠଗଡ଼ ଏସ୍ଡିପିଓ ଆଲୋକ ରଞ୍ଜନ ରାୟ ସୂଚନା ଦେଇଛନ୍ତି ।
ଆଇଆଇସି ପଜିଟିଭ ଜଣା ପଡିବା ପରେ ଥାନାର ଅନ୍ୟ ୬ ଜଣଙ୍କୁ କ୍ବାରେଣ୍ଟାଇନରେ ପଠାଯିବା ସହ ସେମାନଙ୍କର କୋଭିଡ ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି । ତେବେ ଆଇଆଇସିଙ୍କ କିପରି କରୋନା ଆକ୍ରାନ୍ତ ହେଲେ ତାହାର କିଛି ସୂଚନା ମିଳିପାରିନାହିଁ। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଥିବାର କହିଛନ୍ତି ଏସପି।
କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…
ସମ୍ବଲପୁର(କେନ୍ୟୁଜ): ନିର୍ବାଚନ ଜିତିବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ଗସ୍ତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମା…
ଭୁବନେଶ୍ୱର (କେନ୍ୟୁଜ): ଆଗକୁ ବଢୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୩ରୁ ୪ଦିନ ମଧ୍ୟରେ କିଛି ଅଞ୍ଚଳକୁ…
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପାଣି ପାଇଁ ହାହାକାର । ଅଧିକାଂଶ ସ୍ଥାନରେ ଜଳ ସଂକଟର ବିକଳ ଚିତ୍ର । ପାଇପରେ…
କେନ୍ୟୁଜ: ଗାଁ ଦାଣ୍ଡରେ ରଜର ମହମହ ବାସ୍ନା । ଆଜି ଶେଷ ରଜ । ୩ ଦିନିଆ ରଜ ଉତ୍ସବର…
ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…