Below header

ଆନ୍ଦୋଳନରତ ଶିକ୍ଷକ ଓ ଅଧ୍ୟାପକଙ୍କୁ ଆଲୋଚନା ପାଇଁ ଡାକିଲେ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର

ଭୁବନେଶ୍ବର (କେନ୍ୟୁଜ୍) : ଆନ୍ଦୋଳନରତ ଶିକ୍ଷକ ଓ ଅଧ୍ୟାପକଙ୍କୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ପୁଣି ନିବେଦନ କଲେ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର। ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଶିକ୍ଷକଙ୍କ ଦାବି ନେଇ ଆଜି ବୈଠକ ବସୁଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.