ରେଳ ଦୁର୍ଘଟଣାରେ ଚିହ୍ନଟ ମୃତକଙ୍କ ମଧ୍ୟରୁ ୩୯ଜଣ ଓଡ଼ିଶାର, ବାଲେଶ୍ୱରରୁ ସର୍ବାଧିକ ୧୪

ରେଳ ଦୁର୍ଘଟଣାରେ ଚିହ୍ନଟ ହୋଇଥିବା ମୃତକଙ୍କ ମଧ୍ୟରୁ ୩୯ଜଣ ଓଡ଼ିଶାର । ବାଲେଶ୍ୱରରୁ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଭଦ୍ରକରୁ ୮ ଓ ମୟୂରଭଞ୍ଜରୁ ୯ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁରର ୨ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି ।

ମୃତକଙ୍କ ପରିବାର ପାଇଁ ୧ କୋଟି ୯୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ୭ ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ କରାଯାଉଛି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯାଉଛି ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.