Below header

ବାହାନଗା ଟ୍ରେନ ଟ୍ରାଜେଡି : ୨୭୫ ଜଣଙ୍କ ମୃତ୍ୟୁ, ଚିହ୍ନଟ ହୋଇଛି ୧୭୦ଟି ମୃତଦେହ

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି । ବାହାନଗା ଟ୍ରେନ ଟ୍ରାଜେଡିରେ ୨୭୫ ଜଣ ମୃତ୍ୟୁ ହୋଇଛି ।

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ବାହାନଗା ଟ୍ରେନ ଟ୍ରାଜେଡିରେ ୨୭୫ ଜଣ ମୃତ୍ୟୁ ହୋଇଛି ।

୧୮୦ଟି ମୃତଦେହ ଭୁବନେଶ୍ୱର ଆସିଥିଲା । ଟ୍ରେନରେ ଥିବା ସମ୍ପର୍କୀୟଙ୍କ ବିଷୟରେ ଜାଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୱେବ୍‌ ସାଇଟ ଓ ଦୁଇଟି ଟୋଲ ଫି ନମ୍ବର ଜାରି କରାଯାଇଛି । ଏକ ସ୍ୱତନ୍ତ୍ର ମେଡିକାଲ ଟିମ ଡିଏନଏ ଟେଷ୍ଟ କରି ଶବକୁ ଚି଼ହ୍ନଟ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.