ରାଜ୍ୟ

କଟକ ଉପର ବାଲିଯାତ୍ରା ପଡ଼ିଆରେ ଆଜି ଠାରୁ ଆରମ୍ଭ ହୋଇଛି ବୈଶାଖୀ ବାଣିଜ୍ୟ ମେଳା

କଟକ : କଟକ ଉପର ବାଲିଯାତ୍ରା ପଡ଼ିଆରେ ଆଜି ଠାରୁ ଆରମ୍ଭ ହୋଇଛି ବୈଶାଖୀ ବାଣିଜ୍ୟ ମେଳା। ମିନି ବାଲିଯାତ୍ରା ଭାବରେ ପରିଚିତ ଏହି ମେଳା ୨୦ ବର୍ଷରେ ପଦାର୍ପଣ କରିଛି । ଏହି ମେଳା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୨୨ଟି ରାଜ୍ୟରୁ ବ୍ୟବସାୟୀ ଏହି ମେଳାରେ ଅଂଶଗ୍ରହଣ କରିଥିବା ବେଳେ ୧୦ଟି ଦେଶ ମଧ୍ୟ ଅଂଶଗ୍ରହଣ କରିଥିବା ଆୟୋଜକ ସୂଚନା ଦେଇଛନ୍ତି। ମୋଟ ୫୭୦ଟି ଷ୍ଟଲ ଏହି ମେଳାରେ ଦେଖିବାକୁ ମିଳିଛି। ଫୁଡ଼ କୋର୍ଟ ଠାରୁ ଆରମ୍ଭ କରି ବିଭିନ୍ନ ଘରକରଣା ସାମଗ୍ରୀ, ଦୋଳି,କର୍ପୋରେଟ ଷ୍ଟଲ ଦେଖିବାକୁ ମିଳିଛି ଏହି ମେଳାରେ। ଉଦଘାଟନୀ ସନ୍ଧ୍ୟାରେ ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ କ୍ରୀଡା ସଂଗଠକ ଆଶୀର୍ବାଦ ବେହେରା, ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ, ସିଏମସି ମେୟର ସୁବାସ ସିଂହ ତଥା ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ।

Niharanjan

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

36 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

59 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 hour ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago