Categories: ରାଜ୍ୟ

ବାଜପେୟୀଙ୍କ ଅସ୍ଥିକଳସକୁ ରାଜ୍ୟ ବିଜେପି ଜିଲ୍ଲା ସଭାପତିଙ୍କୁ ବଣ୍ଟନ

ଭୁବନେଶ୍ବର (କେନ୍ୟୁଜ୍): ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅସ୍ଥିକଳସକୁ ରାଜ୍ୟ ବିଜେପି ଜିଲ୍ଲା ସଭାପତିଙ୍କୁ ବଣ୍ଟନ କରାଯାଇଛି । ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଆୟୋଜିତ କାର୍ୟ୍ୟକ୍ରମରେ ରାଜ୍ୟ ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ପ୍ରମୁଖ ଜିଲ୍ଲା ସଭାପତିଙ୍କୁ ଅସ୍ଥି କଳସ ବଣ୍ଟନ କରିଥିଲେ । ଜିଲ୍ଲା ସଭାପତିମାନେ ଜିଲ୍ଳାସ୍ତରର ଅନୁରୂପ ଭାବେ ଶୋଭାଯାତ୍ରା କରି ବିଭିନ୍ନ ପବିତ୍ର ନଦୀରେ ଅସ୍ଥି ବିସର୍ଜନ କରିବେ । ଏପରିକି ଅସ୍ଥିକଳସକୁ ନେଇ ଜିଲ୍ଳାସ୍ତରରେ ସ୍ମୃତିସଭା ଅନୁଷ୍ଠିତ ହେବ ବୋଲି ଦଳ ପକ୍ଷରୁ କୁହାଯାଇଛି । ଗତ ୧୬ ତାରିଖରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲେ ଯୁବ ପୁରୁଷ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago