Categories: ରାଜ୍ୟ

ଭିଜିଲାନ୍ସ ଜାଲରେ ବଲାଙ୍ଗିର ସମବାୟ ବ୍ୟାଙ୍କର ଭାରପ୍ରାପ୍ତ ସମ୍ପାଦକ

ବଲାଙ୍ଗିର(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ସମବାୟ ବ୍ୟାଙ୍କର ଭାରପ୍ରାପ୍ତ ସମ୍ପାଦକ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ସମବାୟ ବ୍ୟାଙ୍କର ଭାରପ୍ରାପ୍ତ ସମ୍ପାଦକ ଅଶୋକ ମହାପାତ୍ରଙ୍କ ଘରେ ଚଢ଼ାଉ କରାଯାଇଛି। RTO ଛକ ନିକଟରେ ଥିବା ଘର ସମେତ ମାଲପଡାରେ ପୈତୃକ ଘର, ବ୍ୟାଙ୍କ କାର୍ଯ୍ୟାଳୟ ଓ ଭବାନୀପାଟଣାରେ ଚଢ଼ାଉ ଜାରି ରହିଛି। ତାଙ୍କ ଘରୁ ନଗଦ ଟଙ୍କା ସହ ସୁନା ଅଳଙ୍କାର ଠାବ କରିଛି ଭିଜିଲାନ୍ସ ବିଭାଗ । ଚଢାଉ ଜାରି ରହିଥିବାରୁ ସଠିକ୍‌ ସମ୍ପତ୍ତିର ମୂଲ୍ୟ ଆକଳନ କରାଯାଇପାରିନାହିଁ।

 

KNews Bureau

Recent Posts

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 min ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

23 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

38 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

41 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

48 mins ago

ବାଟ ଛାଡ ଆମ ସାର୍‌ ଆସୁଛନ୍ତି, ଡିଜେ ବଜାଇ ନାଚି ନାଚି ସାରଙ୍କୁ ଘରେ ଛାଡି ଆସିଲେ ଛାତ୍ର

ସୁବର୍ଣ୍ଣପୁର (କେନ୍ୟୁଜ) : ବାଜୁଛି ଡିଜେ ଆଉ ଡିଜେର ତାଳେ ତାଳେ ନୃତ୍ୟ କରୁଛନ୍ତି ଯୁବକମାନେ । ସେପଟେ ସୁସଜ୍ଜିତ…

48 mins ago