ଭୁବନେଶ୍ବର: ହାଇଭୋଲଟେଜ୍ କ୍ୟାମ୍ପେନିଂରେ କମ୍ପୁଛି ବାଲେଶ୍ୱର ଓ ତିର୍ତ୍ତୋଲ ଉପପନିର୍ବାଚନ ବ୍ୟାଟଲ ଗ୍ରାଉଣ୍ଡ । ହାତରେ ଆଉ ଦୁଇ ଦିନ । ଆସନ୍ତାକାଲି ସରିବ ପ୍ରଚାର । ତେଣୁ ଜୋରସୋର ପ୍ରଚାରରେ ଲାଗିଛନ୍ତି ବିଜେଡି, ବିଜେପି ଓ କଂଗ୍ରେସର ହେଭିୱେଟ । ବାଇକ୍ ରାଲି, ପଦଯାତ୍ରା, କର୍ମୀ ସମ୍ମିଳନୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗୁଛନ୍ତି ନେତା ।
ସମର୍ଥକଙ୍କ ଗହଣରେ ପ୍ରାର୍ଥୀ ଡୋର୍ ଟୁ ଡୋର୍ କ୍ୟାମ୍ପେନ୍ ଚଳାଇଛନ୍ତି । ଲୋଡୁଛନ୍ତି ଜନ ସମର୍ଥନ । ନବୀନଙ୍କ ସ୍ୱଚ୍ଛ, ନିର୍ମଳ ଭାବମୂର୍ତ୍ତି ଓ ରାଜ୍ୟ ସରକାରଙ୍କ ବିକାଶ ଯୋଜନାକୁ ନେଇ ଲୋକଙ୍କ ପାଖକୁ ଯାଉଛି ବିଜେଡି । ସେହିପରି କେନ୍ଦ୍ର ସରକାରଙ୍କ ସଫଳତାକୁ ପ୍ରସଙ୍ଗ କରି ଲଢୁଛି ବିଜେପି । କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ କ୍ୟାମ୍ପେନ ଚଳାଇଛନ୍ତି ବରିଷ୍ଠ ନେତା ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…