ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ବାଲେଶ୍ଵର ଓ ଖୋର୍ଦ୍ଧା ଜିଲ୍ଲାର ୭ ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ। ଚଢ଼ାଉରେ ୪ ଡିଏସପିଙ୍କ ସମେତ ୧୦ ଇନିସ୍ପେକ୍ଟର ୨ ସଵ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ସାମିଲ।

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ଆର ଆଣ୍ଡ ବି ଆସିଷ୍ଟାଣ୍ଟ ଇଂଜିନିୟରଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ। ଆସିଷ୍ଟାଣ୍ଡ ଇଂଜିନିୟର ଅଜୟ ସେନାପତିଙ୍କ ଆୟବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ବାଲେଶ୍ଵର ଓ ଖୋର୍ଦ୍ଧା ଜିଲ୍ଲାର ୭ ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ। ଚଢ଼ାଉରେ ୪ ଡିଏସପିଙ୍କ ସମେତ ୧୦ ଇନିସ୍ପେକ୍ଟର ୨ ସଵ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ସାମିଲ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.