ରାଜ୍ୟ

ଦିଲ୍ଲୀ ସ୍ଥିତ ନୂଆ ଝାଟିମାଟି ବାଉଁଶ ବାସଭବନରେ ଗୃହପ୍ରବେଶ କଲେ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ (କେନ୍ୟୁଜ) : ଦିଲ୍ଲୀ ବାସଭବନର ଗୃହପ୍ରବେଶ କଲେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ସେ C 1/4, Humayun Road, Near Khan Market Metro Station, Gate no. 1, New Delhi – 110003 ସ୍ଥିତ ଝାଟିମାଟି ବାଉଁଶରେ ଏକ ନିଆରା ବାସଭବନ ତିଆରି କରିଛନ୍ତି। ବୈଦିକ ମନ୍ତ୍ରରେ ହୋମଯଜ୍ଞ ପୂଜାର୍ଚ୍ଚନା ପରେ ଆଗତ ଅତିଥିମାନଙ୍କ ସହିତ ଗୃହ ପ୍ରବେଶ କରିଥିଲେ ପ୍ରତାପ ଷଡ଼ଙ୍ଗୀ।

ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦଙ୍କ ସମେତ ମନ୍ତ୍ରୀ ମଣ୍ଡଳର ଅନେକ ମନ୍ତ୍ରୀ ସାଂସଦଙ୍କ ନୂତନ ଗୃହରେ ପଦାର୍ପଣ କରି ଶୁଭେଚ୍ଛା ଜଣାଇଥିଲେ। ଦିଲ୍ଲୀ ଭଳି ଚାକଚକ୍ଯ ଭରା ଆଧୁନିକ ସଦରରେ ଏଭଳି ଏକ ପ୍ରାକୃତିକ ପରିବେଶ ଅନୁକୂଳ ଘରକୁ ସମସ୍ତେ ବେଶ୍ ପସନ୍ଦ କରିଛନ୍ତି। ଏହି ଅବସରରେ ସାଂସଦ ଶ୍ରୀଯୁକ୍ତ ଷଡ଼ଙ୍ଗୀ ସମସ୍ତଙ୍କୁ ମଧ୍ୟାହ୍ନ ଭୋଜନରେ ଆପାୟିତ କରିବା ସହିତ ନିମନ୍ତ୍ରଣ ରକ୍ଷାକରି ଉପସ୍ଥିତ ହୋଇଥିବାରୁ କୃତଜ୍ଞତା ଜଣାଇଥିଲେ।

 

Barsha

Recent Posts

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

22 mins ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

36 mins ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

1 hour ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

1 hour ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

2 hours ago