ବାଲିଗୁଡା(କେ ନ୍ୟୁଜ): ବାଲିଗୁଡା ପୋଲିସ୍ ଆରମ୍ଭ କରିଛି ଗଞ୍ଜେଇ ନଷ୍ଟ ଅଭିଯାନ । ୧୯ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ କରିଛି ବାଲିଗୁଡା ପୋଲିସ୍ । ବାଲିଗୁଡା ଥାନା ସୋଲାଗୁଡା ପଞ୍ଚାୟତ ଗୁଣ୍ଡେଲି, ମେଲେସିକିଆ, ଦଦଗାମୁଣ୍ଡା ଅଞ୍ଚଳରେ ଗଞ୍ଜେଇ ଚାଷ କରାଯାଇଥିଲା ।
ଜିଲ୍ଲା ଅବକାରି ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ୧୯୦ ଏକରରୁ ଉର୍ଦ୍ଧ୍ୱ ଜମିକୁ ପୋଡି ଦିଆଯାଇଛି । ପ୍ରାୟ ଏକ ଲକ୍ଷ ୭୫ ହଜାର ଗଞ୍ଜେଇ ଗଛକୁ କଟାଯାଇଛି । ଚଢାଉ ବେଳେ ବାଲିଗୁଡା ଏସଡିପିଓ, ଥାନା ଅଧିକାରୀ, ପୋଲିସ୍ କର୍ମଚାରୀ ଓ ଅବକାରୀ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ ।
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…