ମୟୁରଭଞ୍ଜ(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ତହସିଲଦାର। ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ତହସିଲଦାର ଅଭିମନ୍ୟୁ ପଣ୍ଡା। ଯାଞ୍ଚ ବେଳେ ୨ ଲକ୍ଷ ୫୬ ହଜାର ୫୦୫ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏତେ ଟଙ୍କା କେଉଁଠୁ କାହିଁକି ଆଣିଥିଲେ ତାର ଉତ୍ତର ଦେଈ ନାହାନ୍ତି ତହସିଲଦାର। ବାଙ୍ଗିରିପୋଷିରୁ ବାଲେଶ୍ଵର ଯାଉଥିବା ବେଳେ ଧରିଛି ଭିଜିଲାନ୍ସ ଟିମ। ତହସିଲଦାରଙ୍କ ଘର ଓ ସମ୍ପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…