Below header

କର୍ମଚାରୀଙ୍କ ଠାରୁ ଟଙ୍କା ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ, ସିସିଟିଭି ଫୁଟେଜ ଆଧାରରେ ଚାଲିଛି ତଦନ୍ତ  

କେନ୍ଦ୍ରାପଡ଼ା(କେ ନ୍ୟୁଜ): ସିସିଟିଭିରେ କଏଦ ହେଲା ଲୁଟ୍ ର ଲାଇଭ ଦୃଶ୍ୟ ‌ । କେନ୍ଦ୍ରାପଡ଼ା କ୍ରେଡିଟ କୋ ଅପରେଟିଭ୍‌ ସୋସାଇଟିର କର୍ମଚାରୀ ବଳରାମ ପଣ୍ଡା ଏସବିଆଇ ବ୍ୟାଙ୍କରୁ ଲକ୍ଷେ ଟଙ୍କା ଉଠାଇ ଆସିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଠାରୁ ଟଙ୍କା ଲୁଟି ନେଇଛନ୍ତି । ଗାଡି ଉପରେ ଟଙ୍କା

ବ୍ୟାଗ ରଖି ରାସ୍ତା ପାର ହେଉଥିବା ବେଳେ ଦୁର୍ବୃତ୍ତ ଟଙ୍କା ବ୍ୟାଗ ଲୁଟି ନେଇଥିଲେ । ଏନେଇ କେନ୍ଦ୍ରାପଡା ଟାଉନ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ତଦନ୍ତ ଚଳାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.