Below header

ଭିଜିଲାନ୍ସ ଜାଲରେ ବଲାଙ୍ଗିର କେନ୍ଦ୍ର ସମବାୟ ବ୍ୟାଙ୍କର ଆକାଉଣ୍ଟସ୍‌ ମ୍ୟାନେଜର

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବ୍ୟାଙ୍କ କର୍ମଚାରୀ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ଆକାଉଣ୍ଟସ୍‌ ମ୍ୟାନେଜର ସୁଧୀର କୁମାର ନନ୍ଦଙ୍କ ବାସଭବନରେ ରେଡ୍‌।

ବଲାଙ୍ଗିର ସହର ପ୍ୟାଲେସଲାଇନ୍‌ର ଘର ସମେତ ବ୍ୟାଙ୍କରେ ଚଢାଉ ଜାରି ରହିଛି। ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶରେ ଭିଜିଲାନ୍ସ ବିଭାଗର ୪ଟି ଟିମ୍‌ ଏକକାଳୀନ ଚଢାଉ ଜାରି ରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.