Below header

ଚୌଦ୍ୱାର : ବ୍ୟାଙ୍କ ଡକାୟତି ଉଦ୍ୟମ ପଣ୍ଡ, ୩ ଗିରଫ

ଚୌଦ୍ୱାର : ବ୍ୟାଙ୍କ ଡକାୟତି ଉଦ୍ୟମ ପଣ୍ଡ, ୩ ଗିରଫ । କଟକ ଜିଲ୍ଲା ଚୌଦ୍ୱାର କଳିଙ୍ଗ ଛକ ନିକଟ ଏସ୍‌ବିଆଇ ବ୍ୟାଙ୍କରୁ ଲୁଟ୍‌ ଉଦ୍ୟମ ବେଳେ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ହେଲେ ସାମସରପୁର ଗାଁର କଳିଙ୍ଗ କେଶରୀ ପ୍ରଧାନ, ବନମାଳି ମହାରଣା ଓ ଢ଼େଙ୍କାନାଳ ଜିଲ୍ଲାର ଜିତ୍ରେନ୍ଦ୍ର ନାୟକ । ସେମାନଙ୍କ ନିକଟରୁ କିଛି ନଗଦ ଟଙ୍କା ସହ ୨ଟି ବାଇକ୍‌, ଗୋଟିଏ ବନ୍ଧୁକ ଓ ମାରଣାସ୍ତ୍ର ଜବତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.