Categories: ରାଜ୍ୟ

୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଙ୍କୀ ଡମପଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ

ଡମପଡ଼ା: ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଙ୍କୀ ଡମପଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ। ଆବାସ ଯୋଜନାରେ ମାଗଣା ଘର ଯୋଗାଇ ଦେବାକୁ ଡମପଡ଼ା ନିର୍ବାହୀ ଅଧିକାରୀ ବିପିନ ମନ୍ତ୍ରୀ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍‌ସ ଅଧିକାରୀ ଧରିଛନ୍ତି। ଯୋଗ୍ୟ ହିତାଧୀକାରୀଙ୍କୁ ଘର ଦେବା ବଦଳରେ ପକ୍କା ଘର ଥିବା ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ ନିର୍ବାହୀ ଅଧିକାରୀ। ଏହାସହ ବ୍ଲକ କଲୋନୀସ୍ଥିତ ବାସଭବନରେ ମଧ୍ୟ ଚଢଉ କରିଛି ଭିଜିଲାନ୍‌ସ। ପୂର୍ବରୁ ପ୍ରକୃତ ହିତାଧୀକାରୀଙ୍କୁ ଘର ଦିଆନଯାଇ ଘର ବଣ୍ଟନରେ ଲାଞ୍ଚ ନେଇ ହେରଫେର ହେଉଥିବା ଅଭିଯୋଗ ହୋଇଥିଲା।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

8 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

10 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

51 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago