ଭୁବନେଶ୍ବର(କେନ୍ୟୁଜ୍): ରାତି ଅଧରେ ବାର୍ ଉପରେ ରେଡ୍ । ବିଳମ୍ବିତ ରାତି ଯାଏ ଚାଲିଥିଲା ବାର୍ ସନ୍ ଗ୍ରୀନ୍ । ଅଚାନକ ରେଡ୍ କଲା ଅବକାରୀ ବିଭାଗ । ସନ୍ ଗ୍ରୀନ୍ ବାର୍କୁ ଅବକାରୀ ବିଭାଗ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ।
ଖାରବେଳନଗର ଥାନା ଅଧୀନରେ ଥିବା ସନ୍ ଗ୍ରୀନ୍ ବାର୍ରେ ବିଳମ୍ବିତ ରାତିରେ ମଦର ଆସର ଜମିବା ସହ ଚାଲିଥିଲା ମତୁଆଲା ନାଚଗୀତ । ଅବକାରୀ ହଠାତ୍ ପହଂଚି ରେଡ୍ କରିଥିଲା।
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…