ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ
ଡକ୍ଟର ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ। ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ।

ଭୁବନେଶ୍ୱର : ଡକ୍ଟର ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ। ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ। ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆମ୍ବେଦକରଙ୍କ ଜୀବନ ଓ ଆଦର୍ଶକୁ ନେଇ ହେବ ସ୍ବତନ୍ତ୍ର ଗ୍ୟାଲେରୀ। ଡକ୍ଟର ଆମ୍ବେଦକର ଜଣେ ଦୂରଦର୍ଶୀ ନେତା ଥିଲେ। ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ସାରା ଜୀବନ କାମ କରିଥିଲେ।