ବରଗଡ଼: ଡ଼ିସେମ୍ବର ୨୪ତାରିଖରୁ ଆରମ୍ଭ ହେବ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ଚାଲିବ । ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥିପାଇଁ ୧୫ରୁ ୧୭ ତାରିଖ ଯାଏଁ ଚାଲିବ କଳାକାର ଚୟନ ପ୍ରକ୍ରିୟା । ଏନେଇ କମିଟି ପକ୍ଷରୁ ଘୋଷଣା କରାଯାଇଛି ।
ଆହୁରି ପଢ଼ନ୍ତୁ : ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି, ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର