Below header

ଭିଜିଲାନ୍ସ ଜାଲରେ ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ

ବାରିପଦା: ଭିଜିଲାନ୍ସ ଜାଲରେ ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ। ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏର ସହକାରୀ ଯନ୍ତ୍ରୀ ଦୁର୍ଗାମାଧବ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ବାରିପଦା ବାସଭବନ ସହ ଏକକାଳୀନ ୫ଟି ସ୍ଥାନରେ ଚଢଉ ହୋଇଛି। ବାରିପଦା ଘର, ନୟାଗଡ଼, ଭୁବନେଶ୍ୱର, ଖୋର୍ଦ୍ଧା ଓ ବାଲେଶ୍ୱରରେ ମଧ୍ୟ ଚଢଉ ଚାଲିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.