ରାଜ୍ୟ

ପୁରୀର ବସନ୍ତ ରଣାଙ୍କୁ ବିଶ୍ବକର୍ମା ପରିଚୟ ପତ୍ର ପ୍ରଦାନ, ମହାପ୍ରଭୁଙ୍କ ଟାହିଆ କାରିଗର

କେନ୍ୟୁଜ୍(ବ୍ୟୁରୋ):  ପିଏମ ବିଶ୍ବକର୍ମା ଯୋଜନା ଶୁଭାରମ୍ଭ ଅବସରରେ ପୁରୀର ବସନ୍ତ ରଣାଙ୍କୁ ବିଶ୍ବକର୍ମା ପରିଚୟ ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀରେ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ବସନ୍ତଙ୍କୁ ଏହି ପରିଚୟ ପତ୍ର ପ୍ରଦାନ କରାଯାଇଛି।

ପୁରୀ ଶ୍ରୀମନ୍ଦିର ସହ ଜଡ଼ିତ ଅଛନ୍ତି ବସନ୍ତ ରଣା। ସେ ଶ୍ରୀମନ୍ଦିର ପାଇଁ ଫୁଲମାଳ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସ୍ତୁତ କରିଥାନ୍ତି। ଦୀର୍ଘ ବର୍ଷ ଧରି ଏହି ପାରମ୍ପରିକ ବୃତ୍ତିରେ ନିୟୋଜିତ ହୋଇ କାର୍ଯ୍ୟ କରି ଆସୁଛନ୍ତି ବସନ୍ତ।

 

 

Sasmita

Recent Posts

ବିବାହ ବନ୍ଧନରେ ବାନ୍ଧି ହେବେ ସୋନାକ୍ଷୀ, ସାମ୍ନାକୁ ଆସିଲା ମ୍ୟାରେଜ୍‌ କାର୍ଡ

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ତେବେ ଏପରି…

15 mins ago

ଦୁଇ ବର୍ଷ ତଳୁ ପାସ୍‌ଆଉଟ୍‌, ସାଙ୍ଗଙ୍କ ସହ ରାତିରେ ପାର୍ଟି…କାନପୁର ମେଡିକାଲ କଲେଜ ବିଲ୍ଡିଂରୁ ଖସି ଡାକ୍ତରାଣୀଙ୍କ ମୃତ୍ୟୁ

ଉତ୍ତରପ୍ରଦେଶର କାନପୁର ମେଡିକାଲ କଲେଜ (ଜିଏସ୍‌ଭିଏମ୍‌ ମେଡିକାଲ କଲେଜ) ବିଲ୍ଡିଂରୁ ଖସି ଜଣେ ଏମ୍‌ବିବିଏସ୍‌ ଡାକ୍ତରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି…

25 mins ago

କେତେ ଖୁସିରେ ଡ୍ୟାମ୍‌ ବୁଲି ଆସିଥିଲେ ସାତ ଜଣ ସାଙ୍ଗ, କିନ୍ତୁ ଖୁସି ମଉଳିଗଲା ପାଣି ଭିତରେ

ଆନନ୍ଦପୁର (କେନ୍ୟୁଜ) : ସାତ ଜଣ ସାଙ୍ଗ ମିଶି ପ୍ଲାନ୍‌ କଲେ ଚାଲ ଆଜି ହଦଗଡ ଆଡେ ଟିକେ ବୁଲି…

34 mins ago

ନାଗପୁର: ବିସ୍ଫୋରକ ତିଆରି କାରଖାନାରେ ଭୟଙ୍କର ବିସ୍ଫୋରଣ; ୫ ଶ୍ରମିକ ମୃତ, ୫ ଗୁରୁତର

ମହାରାଷ୍ଟ୍ରର ନାଗପୁର ନିକଟ ଏକ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

37 mins ago

୨୩ ବର୍ଷ ଧରି ବିଛଣାରେ ରାକେଶ, ଆପଣ ବି ତାଙ୍କ ଅବସ୍ଥା ଦେଖିଲେ କାନ୍ଦି ପକାଇବେ

ବୌଦ୍ଧ (କେନ୍ୟୁଜ) : ଯନ୍ତ୍ରଣା, କଷ୍ଟ । ନାଁ ଶୁଣିଲେ ସୁସ୍ଥ ମଣିଷ ବି ଛାନିଆ ହୋଇଯାଏ । ଏସବୁକୁ…

42 mins ago

ଦୁନିଆର ସବୁଠାରୁ ବଡ଼ ଫୁଲ, ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଦୁନିଆରେ ଅନେକ ଗଛ ଏବଂ ଉଦ୍ଭିଦ ଅଛି । ଏହି ଉଦ୍ଭିଦଗୁଡିକ ମଧ୍ୟରୁ ଅନେକ ସେମାନଙ୍କର ସୁଗନ୍ଧ ପାଇଁ ଜଣାଶୁଣା…

55 mins ago