ରାଜ୍ୟ

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ବାସୁଙ୍ଗା ପାଟ

ପୁରୀ(କେନ୍ୟୁଜ୍‌) : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପହଞ୍ଚିଲା ବାସୁଙ୍ଗା ପାଟ l ତିଗିରିଆ ନୂଆପାଟଣା ଅଞ୍ଚଳରୁ ଆସିଛି ୩ କୁଇଣ୍ଟାଲ ବାସୁଙ୍ଗା ପାଟ l ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବାସୁଙ୍ଗା ପାଟକୁ ପ୍ରଶାସନିକ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି l ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆପାଟଣା ଟସର ବ୍ୟବସାୟଙ୍କୁ ନିର୍ଦ୍ଦିଷ୍ଟ ପରିମାଣର ବାସୁଙ୍ଗା ପାଟ ଲାଗି ବରାଦ କରାଯାଇଥିଲା । ପୂର୍ବରୁ ପାଟର ସାମ୍ପୁଲ ଚିହ୍ନଟ କରିବା ଲାଗି ବାଡ଼ଗ୍ରାହୀ ସେବକଙ୍କୁ ଦାୟିତ୍ୱ ଦିଆଯାଇଥିଲା । ପାଟର ମାନ ଅନୁଧ୍ୟାନ କରିବା ପରେ ପ୍ରଶାସନ ବରାଦ ଦେଇଥିଲା l

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago