ଭୁବନେଶ୍ବର(କେନ୍ଯୁଜ୍): ଓମିକ୍ରନ୍କୁ ନେଇ ଭୟ କରିବାର କୌଣସି କାରଣ ନାହିଁ । ଟିକା ଉପରେ ଏହା କେତେ ପ୍ରଭାବୀ ତା ବିଷୟରେ ଗବେଷଣା ଚାଲିଛି । କେବଳ ବିଦେଶ ଫେରନ୍ତାଙ୍କ ପୋର୍ଟାଲ କରିବା ପାଇଁ ଆମକୁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛୁ। ଫଳରେ ତାଙ୍କୁ ଯୋଗାଯୋଗ କରି କଣ୍ଟାକ୍ଟ ଟ୍ରେସିଂ କରିହେବ ।
ଯାହା ଆବଶ୍ୟକ ସେ ବିଷୟରେ ପଦକ୍ଷେପ ନେବୁ । ଏଥିପ୍ରତି ତୀକ୍ଷ୍ଣ ନଜର ରହିଛି। ଓଡିଶାକୁ କେତେ ବିଦେଶରୁ ଆସିଛନ୍ତି ତାର ଠିକ୍ ସଂଖ୍ୟା ନାହିଁ । କେନ୍ଦ୍ର ପକ୍ଷରୁ ତଥ୍ୟ ଆସିଲେ ପଦକ୍ଷେପ ନିଆଯିବ । ତେଣୁ ସମସ୍ତେ କେବଳ ସତର୍କ ରୁହନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ ନବ ଦାସ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…