Below header

ନୂଆପଡ଼ାରେ ଭାଲୁ ଆତଙ୍କ : ୨ ଗୁରୁତର

ନୂଆପଡ଼ା : ଭାଲୁ ଆତଙ୍କ । କୋମନା ବ୍ଳକ୍ ଲକି ଗାଁରେ ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର ହୋଇଛି । ଗୁରୁତରଙ୍କୁ କୋମନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି । ସକାଳେ ଚାଷ ଜମିକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.