କାମାକ୍ଷାନଗର (କେ ନ୍ୟୁଜ୍) : ସାମାନ୍ୟ ଝଗଡ଼ାରୁ ଜଣେ ପାନ ଦୋକାନୀ ତା ଗ୍ରାହକଙ୍କୁ ପଥରରେ ଛେଚି ମାରି ଦେଇଛି । ଏଭଳି ଅଭିଯୋଗ ଆସିଛି ଢେଙ୍କାନାଳ ଗଁଦିଆ ଥାନା ବରହମପାଳ ଗ୍ରାମରୁ । ସମାନ୍ୟ ବଚସାରୁ ଏହି ହତ୍ୟାକାଣ୍ଡ ଘଟି ଯାଇଛି। ଗ୍ରାମର ପ୍ରଦୀପ୍ତ ମହାନ୍ତଙ୍କ ସହ ପାନ ଦୋକାନୀ ଡେଙ୍ଗୁ ତିରିଆଙ୍କର କଳି ଝଗଡା ହୋଇଥିଲା। ଏହି ସମୟରେ ଖୁବ୍ ରାଗିଯାଇ ଡେଙ୍ଗୁ ଏକ ପଥରରେ ପ୍ରଦୀପ୍ତଙ୍କୁ ଆକ୍ରମଣ କରିଥିଲା । ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ଭୁବନ ମେଡିକାଲରେ ଭର୍ତ୍ତି କରାଯାଇଥିଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ଗଁଦିଆ ଥାନା ପୋଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି l ଅଭିଯୁକ୍ତ ଡେଙ୍ଗୁ ତିରିଆ ଫେରାର ହୋଇଯାଇଛି।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…