ପୁରୀ(କେନ୍ୟୁଜ୍): ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ତିନି ରଥ କାଠ ଚିରଟ ପ୍ରକ୍ରିୟା ପରମ୍ପରାକ୍ରମେ ରାମ ନବମୀ ତିଥିରେ ଆଜି ଆରମ୍ଭ ହେବ। କଟକ ଖପୁରିଆ ସରକାରୀ କରତ କଳରେ ଏହି କାଠ ଚିରଟ କରାଯିବ। ସେଥିପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଓ ମହାପ୍ରସାଦ ଯିବା ପରେ ଚିରଟ କାମ ଆରମ୍ଭ ହୋଇଥାଏ।
ରଥ କାଠ ଚିରଟ ପାଇଁ ରଥ ନିର୍ମାଣ ତତ୍ତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଆଜି ଟିମ୍ କଟକ ଯିବ। ସେଠାରେ କାଠ ପୂଜା ପରେ ୩ଟି ଧଉରା କାଠ ପ୍ରଥମେ ଚିରଟ କରାଯିବ। ଅକ୍ଷୟ ତୃତୀୟ ଦିନ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ।
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…