ରାଜ୍ୟ

BMC ସହଯୋଗରେ ଭୁବନେଶ୍ୱରରେ ଜୈବିକ ସାର ‘ମୋ ଖତ’ ବିକ୍ରୟର ଶୁଭାରମ୍ଭ, ଅନ୍‌ଲାଇନରେ ବି ହେବ ଉପଲବ୍ଧ

ଭୁବନେଶ୍ୱର: ଭୁବନେଶ୍ୱରରେ ଜୈବିକ ସାର ‘ମୋ ଖତ’ ବିକ୍ରୟର ଶୁଭାରମ୍ଭ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଉଦ୍‌ଘାଟନ। BMC ସହଯୋଗରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଏମ୍‌ସି ଅଞ୍ଚଳର ପରିମଳରୁ ପ୍ରସ୍ତୁତ ହେଉଛି ‘ମୋ ଖତ’।

ଅନ୍‌ଲାଇନରେ ବି ଉପଲବ୍ଧ ହେବ ‘ମୋ ଖତ’। ବର୍ତ୍ତମାନ ଭୁବନେଶ୍ୱରରେ ଚାଲୁ ରହିଥିବା ୮ଟି ଏମ୍‌ସିସିରୁ ଜୈବିକ ସାର ବାହାରୁଛି। ପ୍ରତ୍ୟେକଙ୍କ ଘରୁ ବାହରୁଥିବା ଓଦା ବର୍ଜ୍ୟବସ୍ତୁରୁ ଏହାକୁ ପ୍ରସ୍ତୁତ କରାଯାଉଛି। ଭୁବନେଶ୍ୱର ସହର ମଧ୍ୟରୁ ବର୍ଜ୍ୟବସ୍ତୁରୁ ୪୩ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ଏବଂ ୧୧ଟି ମାଟେରିଆଲ ରିକଭରି କମ୍ପୋଷ୍ଟିଂ ସେଣ୍ଟରରୁ ବାହାରୁଛି ଜୈବିକ ଖତ। ଖତର ମୂଲ୍ୟ ୫ କେଜିକୁ ୧୨୫ଟଙ୍କା ରଖାଯାଇଛି।

Sonalisa

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

1 hour ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

1 hour ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

2 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago