ବାଲେଶ୍ୱର : କନ୍ୟାଶ୍ରମରେ ଅନ୍ତେବାସୀଙ୍କ ମୃତ୍ୟୁ ଅଭିଯୋଗ

ବାଲେଶ୍ୱର (କେନ୍ୟୁଜ୍) : ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ଏହି ଘଟଣା ଘଟିଛି । ବାପା, ମାଆ ଛେଉଣ୍ଡ ଅନ୍ତେବାସୀ ଜଣକ ଦେଢ ବର୍ଷ ତଳୁ କନ୍ୟାଶ୍ରମରେ ରହି ଆସୁଥିଲେ । ଗତକାଲି ହଠାତ୍ ତାଙ୍କର ଦେହ ଅସୁସ୍ଥ ହୋଇପଡିଥିବାରୁ ତାଙ୍କୁ ସୋର ମେଡିକାଲକୁ ନିଆଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ କଣ ଜଣାପଡିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.