ବଲାଙ୍ଗିର (କେନ୍ୟୁଜ): ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ତହସିଲ ସେକ୍ସନ ଅଫିସର। ବଲାଙ୍ଗିର ବେଲପଡ଼ା ତହସିଲ ସେକ୍ସନ ଅଫିସର ଯୁଗଳ କିଶୋର ରାଉତ ଲାଞ୍ଚ ନେଇ ଧରାପଡିଛନ୍ତି। ଏକ ଜମିଜମା ମାମଲାରେ ଅଭିଯୋଗକାରୀଙ୍କ ସପକ୍ଷରେ ତହସିଲଦାରଙ୍କ ନିର୍ଦ୍ଦେଶ କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ। ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜିଲାନ୍ସ। ଟ୍ରାପ୍ ପରେ ଯୁଗଳ କିଶୋର ରାଉତଙ୍କ ଆୟ ବହିର୍ଭୂତ ସମ୍ପତ୍ତିକୁ ଯାଞ୍ଚ କରୁଛି ଭିଜିଲାନ୍ସ। ଦୁଇଟି ସ୍ଥାନରେ ଚାଲିଛି ଭିଜିଲାନ୍ସର ଚଢ଼ାଉ।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…