ଭୁବନେଶ୍ବର(କେନ୍ୟୁଜ୍) : ଆଉ ୬ ମାସ ପାଇଁ ମିଳିବ ହିତାଧିକାରୀଙ୍କୁ ମାଗଣା ଚାଉଳ। ୬ ମାସ ପାଇଁ ଅବଧି ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀ ପାଇବେ ମାଗଣା ଚାଉଳ । ୮.୦୯ ଲକ୍ଷ ହିତାଧିକାରୀ ଉପକୃତ ହେବେ ।
ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହେବ ୯୧.୭୦ କୋଟି ଟଙ୍କା । ଏପ୍ରିଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଳିବ ମାସିକ ୫ କେଜି ମାଗଣା ଚାଉଳ । ୨୪ ହଜାର ୨୭୦ ଟନ୍ ଚାଉଳ ଦିଆଯିବ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…