Categories: ରାଜ୍ୟ

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ DFO ଆଶିଷ କୁମାର ବେହେରା

ବ୍ରହ୍ମପୁର(କେନ୍ୟୁଜ୍): ବ୍ରହ୍ମପୁର DFO ଆଶିଷ କୁମାର ବେହେରା ଗିରଫ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆଶିଷଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢାଉ ବେଳେ ମୋଟ ୨ କୋଟି ୧୯ଲକ୍ଷ ୩୭ ହଜାର ୧୬୫ ଟଙ୍କାର ସ୍ଥାବର ଓ ଅସ୍ଥାବର ସଂପତ୍ତି ଠାବ ହୋଇଛି । ତାଙ୍କର ଭୁବନେଶ୍ୱରରେ ଏକ ୩ ବିଏଚକେ ଆପାର୍ଟମେଣ୍ଟ, ଭୁବନେଶ୍ୱର, ବ୍ରହ୍ମପୁର ଓ ଭଂଜନଗରରେ ୪ଟି ପ୍ଲଟ, ଗୋଟିଏ ହ୍ୟୁଣ୍ଡାଇ ଗ୍ରାଣ୍ଡ ଆଇ ଟେନ ସମେତ ପ୍ରାୟ ୧୩ ଲକ୍ଷ ଟଙ୍କା ମୂଲ୍ୟର ସୁନା ରୂପା ଅଳଙ୍କାର ରହିଛି । ସରକାରୀ ବାବୁଙ୍କୁ ଭିଜିଲାନ୍ସ ଗିରଫ କରିବା କିଛି ନୂଆ କଥା ନୁହଁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏପରି ଅନେକ ସରକାରୀ ବାବୁ ଗିରଫ ହେଉଛନ୍ତି । ଜେଲରୁ ଫେରିବା ପରେ ପୁଣି ସେହିପରି କାମରେ ଲିପ୍ତ ରହୁଛନ୍ତି ।

KNews Bureau

Recent Posts

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

7 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

15 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

32 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

46 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

59 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

60 mins ago