ରାଜ୍ୟ

ସ୍ତ୍ରୀ ହତ୍ୟାକାରୀକୁ ଆଜୀବନ ଜେଲ୍, ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଜିଲ୍ଲା ଦୌରାଜଜ୍

ବ୍ରହ୍ମପୁର : ସ୍ତ୍ରୀ ହତ୍ୟାକାରୀକୁ ଆଜୀବନ ଜେଲ୍ । ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଜିଲ୍ଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ । ଗର୍ଭବତୀ ଥିବା ଦ୍ବିତୀୟ ସ୍ତ୍ରୀ ସୁଭଦ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିଲା ଅଭିଯୁକ୍ତ ପ୍ରଫୁଲ୍ଲ ପ୍ରଧାନ। ସେ ଜଣେ ସ୍କୁଲ ଶିକ୍ଷକ ଥିଲେ। ୨୦୧୮ ଅଗଷ୍ଟ ୫ ତାରିଖରେ ଘଟଣା ଘଟିଥିଲା। ୩୩ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

13 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago