ବ୍ରହ୍ମପୁର MKCG ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ! ଚତୁର୍ଥ ବର୍ଷର ଦୁଇ ଜଣ ଛାତ୍ର ମାଡ଼ ମାରିଥିବା ଅଭିଯୋଗ

ବ୍ରହ୍ମପୁର MKCG ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ । MBBSର ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି । ଚତୁର୍ଥ ବର୍ଷର ଦୁଇ ଜଣ ଛାତ୍ର ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଛାତ୍ରଙ୍କ ମୁହଁ ସହ ବେକରେ ମାଡ଼ ହୋଇଥିବା ଅଭିଯୋଗ ହୋଇଛି ।

ବ୍ରହ୍ମପୁର (କେନ୍ୟୁଜ): ବ୍ରହ୍ମପୁର MKCG ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ । MBBSର ଦ୍ଵିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି । ଚତୁର୍ଥ ବର୍ଷର ଦୁଇ ଜଣ ଛାତ୍ର ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଛାତ୍ରଙ୍କ ମୁହଁ ସହ ବେକରେ ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ରାଗିଂ ନେଇ ଛାତ୍ରଙ୍କ ବାପା ଅଭିଯୋଗ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.