ବ୍ରହ୍ମପୁର(କେନ୍ୟୁଜ): ବହୁ ଚର୍ଚ୍ଚିତ ଦିଗପହଣ୍ଡି ଥାନା ପାଳଝଡି ଡବଲ ମର୍ଡର ଘଟଣାରେ ୯ ଜଣଙ୍କୁ ଗିରଫ କରିଛି ପୋଲିସ । ହତ୍ୟାକାଣ୍ଡ ପାଇଁ ୫୦ ହଜାର ଟଙ୍କା ସୁପାରି ଦେଇଥିଲା ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ପ୍ରଶାନ୍ତ ଗୌଡ଼ । ୩ ଅଭିଯୁକ୍ତଙ୍କୁ ସୁପାରି ଦେଇଥିବା ଅଭିଯୋଗ ହୋଇଛି । ଏହି ୪ ଅଭିଯୁକ୍ତଙ୍କ ସହ ଅନ୍ୟ ୫ଜଣ ମଧ୍ୟ ଡବଲ ମର୍ଡରରେ ସହାୟତା କରିଥିଲେ ।
ଗତ ପଞ୍ଚାୟତ ନିର୍ବାଚନରେ ପ୍ରଶାନ୍ତଙ୍କ ପତ୍ନୀ ପରାଜିତ ହେବା ପରେ ଏଭଳି ସୁଚିନ୍ତିତ ହତ୍ୟା ଯୋଜନା କରାଯାଇଥିବା ଜଣାପଡ଼ିଛି । ହତ୍ୟାରେ ବ୍ୟବହୃତ ଆଇରନ ରଡ୍, ୩ଟି ବାଇକ୍, ପଥର, ସିମେଣ୍ଟ ଖଣ୍ଡ ଜବତ କରିଛି ପୋଲିସ । ଏହାସହ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ ଗୌଡ ଦୀର୍ଘ ବର୍ଷ ଧରି ଗଞ୍ଜେଇ ବେପାର କରୁଥିବା ପୋଲିସ ଜାଣିବାକୁ ପାଇଥିଲା । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…