ଭଂଜନଗର ଲାଲସିଂ ଗାଁର ଅଙ୍ଗଦାନ କରିଥିବା ସୁରଜଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ। ଏହି ଚେକ୍ ପ୍ରଦାନ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ସୁରଜଙ୍କ ମାଆ ଗୀତାଞ୍ଜଳି ଓ ବାପା ବାବୁଲି ସେଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଭଞ୍ଜନଗର ନିକଟସ୍ଥ ଲାଲସିଂ ଅଂଚଳର ସୁରଜ ସେଠୀଙ୍କ ଅକାଳ ମୃତ୍ୟୁ ପରେ ତାଙ୍କ ପିତା ମାତା ପୁଅର ୬ଟି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଦାନ କରିଥିଲେ। ପରେ ସୁରଜଙ୍କ ବାପା ଓ ମାଆଙ୍କୁ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…