ରାଜ୍ୟ

ଭୁବନେଶ୍ୱରରେ ପେଟ୍ରୋଲରୁ ପାଣି ବାହାରିବା ଘଟଣା: ସିଲ୍ ହେଲା ବରମୁଣ୍ଡା HP  ପେଟ୍ରୋଲ ପମ୍ପ

ଭୁବନେଶ୍ୱର(କେନ୍ୟୁଜ୍):  ସିଲ୍ ହେଲା ଭୁବନେଶ୍ୱର ବରମୁଣ୍ଡା HP  ପେଟ୍ରୋଲ ପମ୍ପ।  ପେଟ୍ରୋଲ ଓ ଡିଜେଲରେ ପାଣି ମିଶାଇ ବିକୁଥିବାର ଅଭିଯୋଗ ହେବା ପରେ ଏହି ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୋଲିସ ।  ଗତକାଲି ଏହାକୁ ନେଇ ଗ୍ରାହକ ଓ ପେଟ୍ରୋଲପମ୍ପ କର୍ମଚାରୀଙ୍କ ମଧ୍ୟରେ  ପ୍ରବଳ ହଙ୍ଗାମା ହୋଇଥିଲା ।

ଖବର ପ୍ରସାରଣ ପରେ ଫରେନ୍ସିକ୍ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ HP କମ୍ପାନି ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି ।  ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଦ ହେବ ବୋଲି କହିଛନ୍ତି HPର  ଏରିଆ ଇନଚାର୍ଜ ଶୁଭବ୍ରତ ଖାନ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago