ରାଜ୍ୟ

୪ଦଫା ଦାବିନେଇ ଭଦ୍ରକ-ଧାମରା ରେଳପଥର ଯଶୀପୁର ବଳସାହିଠାରେ ରେଳରୋକ

ଚାନ୍ଦବାଲି: ୪ଦଫା ଦାବି ନେଇ ଭଦ୍ରକ-ଧାମରା ରେଳପଥର ଯଶୀପୁର ବଳସାହିଠାରେ ରେଳରୋକ । ନୂଆଗାଁ,ଯଶୀପୁର,ଜଳେଶ୍ବରପୁର ପଞ୍ଚାୟତର ଶତାଧିକ ଲୋକେ ବଳସାହି ରେଳ ଫାଟକ ନିକଟରେ ଧାମରା ଅଭିମୁଖେ ଯାଉଥିବା ଏକ ଟ୍ରେନକୁ ଅଟକାଇବା ସହ ଆନ୍ଦୋଳନ ଜାରି ରଖିଛନ୍ତି।

ସ୍ଥାନୀୟ ବେକାରୀ ଯୁବକଙ୍କୁ ନିଯୁକ୍ତି, ରେଳପଥରେ ଥିବା ପୋଲ ଗୁଡିକୁ ସଫା କରାଯାଇ ନଦୀ ସହ ସଂଯୋଗ , ପେରିଫେରି ନିୟମ ଅନୁସାରେ ସ୍ଥାନୀୟ ପଞ୍ଚାୟତର ଉନ୍ନତି ମୂଳକ କାର୍ଯ୍ୟ ସହ କ୍ଷତିଗ୍ରସ୍ତ ଜମିହରା ଓ ବାସହରା ପରିବାରକୁ ଉଚିତ ଅର୍ଥ ରାଶି ପ୍ରଦାନ ଦାବିନେଇ କରାଯାଇଛି ରେଳରୋକ । ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ପୋଲିସ ମୁତୟନ କରାଯିବା ସହ ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଚାଲିଛି। ତେବେ ଏହିସବୁ ଦାବି ପୁରଣ ନହେବି ପର୍ଯ୍ୟନ୍ତ ରେଳରୋକ ଚାଲିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି।

Sonalisa

Recent Posts

ଜମ୍ମୁ-କାଶ୍ମୀର: କଠୁଆ ଏନ୍‌କାଉଣ୍ଟରରେ ଆଉ ଜଣେ ଆତଙ୍କୀ ସଫା, ବ୍ୟାଗ୍‌ରୁ ମିଳିଲା ପାକିସ୍ତାନୀ ଚକୋଲେଟ୍‌

ଜମ୍ମୁ-କାଶ୍ମୀରର କଠୁଆରେ ପୁଣି ଜଣେ ଆତଙ୍କୀ ସଫା । ଏଠାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି…

19 mins ago

ଭାରତ ଠାରୁ ପାକିସ୍ତାନ ମ୍ୟାଚ ହାରିବା ପରେ ଲୋକଙ୍କ କମେଣ୍ଟ ନେଉଥିଲେ ୟୁଟ୍ୟୁବର, ରାଗରେ ଗୁଳି କରିଦେଲେ ସିକ୍ୟୁରିଟି ଗାର୍ଡ

ଭାରତ-ପାକିସ୍ତାନ ମଧରେ ଜୁନ୍‌ ୯ ତାରିଖ ନ୍ୟୁୟର୍କରେ ଟି୨୦ ବିଶ୍ୱକପ ମ୍ୟାଚ ଖେଳାଯାଇଥିଲା । ଭାରତ ଏହି ମ୍ୟାଚକୁ ୬…

25 mins ago

ପଶ୍ଚିମବଙ୍ଗରେ ୪ ବର୍ଷର ଝିଅକୁ ବାର୍ଡ ଫ୍ଲୁ, ସତର୍କ କଲା WHO

ବିଶ୍ୱର ଅନେକ ଦେଶରେ ବାର୍ଡ ଫ୍ଲୁ ମାମଲା ବଢ଼ି ଚାଲିଛି । ଆମେରିକାରୁ ନେଇ ୟୁରୋପ ପର୍ଯ୍ୟନ୍ତ ସବୁଠି ଏହି…

35 mins ago

ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି, ମିଳିଲା ନିୟମିତ ଜାମିନ

ଖୋର୍ଦ୍ଧା (କେନ୍ୟୁଜ): ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିୟମିତ ଜାମିନ । ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି ।…

39 mins ago

ରାଣୀ ଭଳି ସଜେଇ ହୋଇ ଶାଶୁଘର ଯାଇଥିଲେ, ୪ ମାସ ପରେ ମିଳିଲା ମୃତଦେହ

ବଣାଇ (କେନ୍ୟୁଜ) : ଆଖିରେ ଆଖି ଏ ସ୍ୱପ୍ନ ଧରି ବଧୂ ବେଶରେ ସଜେଇ ହେଇଥିଲା । ସବୁର ଝିଅଙ୍କ…

48 mins ago

ବଦଳିଲା ଛୁଟି ନିର୍ଦ୍ଦେଶନାମା, ଛୁଟିରେ ଥିଲେ ବି ଫୋନ ଯୋଗେ ସମ୍ପର୍କରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ସରକାରୀ ଅଧିକାରୀଙ୍କୁ ଛୁଟି ନିର୍ଦ୍ଦେଶନାମାରେ ଆଂଶିକ ପରିବର୍ତ୍ତନ । ୩୦ ଜୁନ୍ ଯାଏ ସରକାରୀ ଅଧିକାରୀଙ୍କୁ ଛୁଟି…

56 mins ago