ରାଜ୍ୟ

ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି: ଚାନ୍ଦବାଲିର ଧାମରା ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି

ଚାନ୍ଦବାଲି: ଆଜିଠୁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାରେ ବାତ୍ୟାର ପ୍ରଭାବ ଅଧିକ ରହିବ। ଏନେଇ ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଏହି ୪ ଜିଲ୍ଲା ସହ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

ତେବେ ଏହି ପରିପେକ୍ଷୀରେ ବାତ୍ୟା ମୁକାବିଲା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲାର ଚାନ୍ଦବାଲି ବ୍ଲକର ଧାମରା ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି କରାଯାଇଛି । ଏବେଠାରୁ ସେବାରେ ପବନର ବେଗ ଅଧିକ ରହିଥିବାରୁ ଏହିସବୁ ଅଞ୍ଚଳକୁ ହାଇ ଆଲର୍ଟରେ ରଖିଛି ଜିଲ୍ଲା ପ୍ରଶାସନ। ସୁରକ୍ଷାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଜିଲ୍ଲାର ଏହି ସବୁ ବ୍ଲକରେ ଏନଡିଆରଏଫ ଏବଂ ଓଡ୍ରାଫ ଟିମ ମୁତୟନ ହୋଇଛନ୍ତି। ଜିଲ୍ଲାର ୮ଟି ସ୍ଥାନରେ ଅଗ୍ନିଶମ ବାହିନୀ ରହିଥିବା ବେଳେ ସମ୍ବଲପୁର ଜୋନରୁ ୭ଟି ଟିମ ସେଠାରେ ଯାଇ ପହଞ୍ଚିଛନ୍ତି । ତେବେ ପ୍ରତିଟି ସ୍ଥିତିରେ କିଭଳି ମୁକାବିଲା କରିହେବ ସେନେଇ ସଜାଗ ରହିଥିବା କହିଛନ୍ତି ଡେପୁଟି ଫାୟାର ଅଫିସର ।

Sonalisa

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

1 min ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

14 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

23 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

27 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago