Below header

ବିଜେଡିରେ ମିଶିଲେ ବିଜେପି ପ୍ରାର୍ଥୀ ଭାଗିରଥୀ ସେଠୀ

ଭୁବନେଶ୍ବର : ବିଜେଡିରେ ମିଶିଲେ ବିଜେପି ପ୍ରାର୍ଥୀ ଭାଗିରଥୀ ସେଠୀ । ଆନନ୍ଦପୁର ବିଜେପି ପ୍ରାର୍ଥୀ ହୋଇଥିଲେ ଭାଗିରଥୀ । ଆଜି ସେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନବୀନ ନିବାସରେ ବିଜେଡିରେ ସାମିଲ ହୋଇଛନ୍ତି । ନିଜ ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗଦେଇଛନ୍ତି । ସେହିପରି ଚୌଦ୍ୱାର ଓ କଟକ ନିର୍ବାଚନ ମଣ୍ଡଳୀର ବିଜେପି ଓ କଂଗ୍ରେସ କର୍ମୀ ମଧ୍ୟ ବିଜେଡିରେ ମିଶିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.