ପୁରୀ-ପାଟନା ଏକ୍ସପ୍ରେସରୁ ୨ କ୍ୱିଣ୍ଟାଲ ଭାଙ୍ଗ ଜବତ

କଟକ : ଟ୍ରେନରେ ଚାଲାଣ ହେଉଛି ଭାଙ୍ଗ । ପୁରୀ-ପାଟନା ଏକ୍ସପ୍ରେସରୁ ୨ କ୍ୱିଣ୍ଟାଲ ଭାଙ୍ଗ ଜବତ ହୋଇଛି । ଜିଲ୍ଲା ଅବକାରୀ ବିଭାଗ ଚଢଉ କରି କଟକ ଷ୍ଟେସନରୁ ଜବତ କରି ଏହି ବିପୁଳ ପରିମାଣର ଭାଙ୍ଗ । ଜବତ ଭାଙ୍ଗର ଆନୁମାନିକ ମୂଲ୍ୟ ପ୍ରାୟ ୨ଲକ୍ଷ ଟଙ୍କା ହେବ। ଭାଙ୍ଗ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି । ଏନେଇ ଅବକାରୀ ବିଭାଗର ତଦନ୍ତ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.