Categories: ରାଜ୍ୟ

ସୋରଡ଼ା: ଅବକାରୀ ବିଭାଗ ଦ୍ୱାରା ପାଖାପାଖି ୩ଲକ୍ଷ ଷାଠିଏ ହଜାର ଟଙ୍କାର ଭାଙ୍ଗ ବୋଝେଇ ଡାଲା ଅଟୋ ଜବତ

ସୋରଡ଼ା(କେନ୍ୟୁଜ୍): ଅବକାରୀ ବିଭାଗ ଦ୍ୱାରା ଭାଙ୍ଗ ବୋଝେଇ ଡାଲା ଅଟୋ ଜବତ ହୋଇଛି । ସୋରଡ଼ା ଅବକାରୀ ବିଭାଗର ନେତୃତ୍ୱରେ ବରଗଡ଼ ଥାନା ଗାଙ୍ଗପୁର ରାସ୍ତା କଡରେ ଠିଆ ହୋଇଥିବା ଭାଙ୍ଗ ବୋଝେଇ ଅଟୋକୁ ସିଜ୍‌ କରି ସୋରଡା ଆଣାଯାଇଛି । ଅଟୋରେ ୨୦ ବସ୍ତା ଭାଙ୍ଗ ଥିଲା । ଯାହାର ଆନୁମାନିକ ମୂଲ୍ୟ ତିନି ଲକ୍ଷ ଷାଠିଏ ହଜାର ଟଙ୍କା ।

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

3 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

12 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

12 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

30 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

30 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

34 mins ago