Below header

କେନ୍ଦୁଝରରେ ଦେଖିବାକୁ ମିଳିଛି ଭାରତ ବନ୍ଦର ପ୍ରଭାବ, କର୍ମୀମାନେ ପିକେଟିଂ କରିବା ସହିତ ଟାୟାର ଜାଳି କରିଛନ୍ତି ରାସ୍ତାରୋକ

କେନ୍ଦୁଝର: କେନ୍ଦୁଝରରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଯାନବାହାନ ଚଳାଚଳ ବନ୍ଦ ରହିବା ସହ କର୍ମୀମାନେ ପିକେଟିଂ କରି ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ଫଳରେ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଟ୍ରକ ଛିଡା ହୋଇଛି। କେନ୍ଦୁଝରରୁ ଭୁବନେଶ୍ୱର ଯାଉଥିବା ଫାଷ୍ଟ ପାସେଞ୍ଜରକୁ କର୍ମୀମାନେ ଷ୍ଟେସନରେ ଅଟକାଇ ରଖିଛନ୍ତି। ଫଳରେ ଯାତ୍ରୀମାନେ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇନପାରି ହଇରାଣ ହେଉଛନ୍ତି।

keunjhar

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.