ବୌଦ୍ଧରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧ୍: ହରଭଙ୍ଗା ବ୍ଳକ ଚାରିଛକ ଠାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ବୌଦ୍ଧ୍ ଶାଖା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ। ହରଭଙ୍ଗାରେ ଜେ.ଏମ୍.ଏଫ୍.ସି କୋର୍ଟକୁ ତୁରନ୍ତ କାର୍ୟ୍ୟକାରୀ କରିବା ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ଫଳରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ମୋଟର ଚଳାଚଳ କରୁନାହିଁ। ୫୭ ନମ୍ବର ଜାତୀୟ ରାଜପଥ ଉପରେ ମଧ୍ୟ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.