ରାଜ୍ୟ

ଦେଢଲକ୍ଷ ନଗଦ ଟଙ୍କା ସହ ଧରା ପଡ଼ିଲେ ଡେପୁଟି ରେଞ୍ଜର, ଆୟ ବହିର୍ଭୂତ ସଂପତ୍ତିର ଚାଲିଛି ଖୋଳତାଡ

କେନ୍ୟୁଜ୍(ବ୍ୟୁରୋ): ଭିଜିଲାନ୍‌ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଦେଢଲକ୍ଷ ନଗଦ ଟଙ୍କା ସହ ଧରା ପଡ଼ିଲେ ଡେପୁଟି ରେଞ୍ଜର। ଭବାନୀପାଟଣା ନର୍ଥ ଡିଭିଜନ ଡେପୁଟି ରେଞ୍ଜର ନୃତରାଜ ମାଝି ଧରା ପଡ଼ିଛନ୍ତି।

ନିଜ ମୋଟର ସାଇକେଲରେ ଭବାନୀପାଟଣାରୁ ଲକ୍ଷ୍ମୀପୁର ଫେରୁଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍‌ସ ଟିମ୍‌। ଏତେ ଟଙ୍କା କେଉଁଠୁ ଆଣିଲେ ତାର ସନ୍ତୋଷଜନକ ଉତ୍ତର ଦେଇପାରିନାହାନ୍ତି ନୃତରାଜ। ଆୟ  ବହିର୍ଭୂତ  ସଂପତ୍ତିର ଖୋଳତାଡ଼ କରୁଛି ଭିଜିଲାନ୍‌ସ।

 

KNews Bureau

Recent Posts

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

33 mins ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

1 hour ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

2 hours ago

ବିଜୟଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ସହାୟତା ପାଇଁ କରୁଛନ୍ତି ନିବେଦନ

ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…

2 hours ago

ସେଲ୍ଫି ନେଲା ଦୁଇ ଜୀବନ, ଗୁମ୍ମାଝରଣ ଜଳପ୍ରପାତରେ ବୁଡିଯାଇ ମୃତ୍ୟୁ

ମାଲକାନଗିରି : ସେଲ୍ଫି ନେବାବେଳେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ମାଲକାନଗିରି ଜିଲ୍ଲା ଗୁମ୍ମାଝରଣ ଜଳପ୍ରପାତ ନିକଟରେ ସେଲଫି…

3 hours ago

ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍‌ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ଆମ୍‌ ଆଦ୍‌ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି…

3 hours ago