ଭବାନୀପାଟଣା : କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭବାନୀପଟଣା ସାପ୍ତାହିକ ହାଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି । ମଙ୍ଗଳବାର ଓ ଶନିବାର ଜିଲ୍ଲା ସଦର ମହକୁମା ହାଟରେ ପ୍ରବଳ ଜନସମାଗମ ହୋଇଥାଏ ।
ଜନସାଧାରଣଙ୍କ ସମାଗମ ଏବଂ ଜିଲ୍ଲା ତଥା ରାଜ୍ୟ ବାହାରୁ ବ୍ୟବସାୟୀଙ୍କ ଆଗମନକୁ ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଗତକାଲିଠୁ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଆରମ୍ଭ ହୋଇଛି । ଛତିଶଗଡ଼ ଓ କଳାହାଣ୍ଡି ସୀମାନ୍ତରେ ଚେକିଂକୁ କଡ଼ାକଡି କରାଯାଇଛି ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…