ରାଜ୍ୟ

୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ, ଟୁରିଷ୍ଟ ଗାଇଡ୍ ମାନଙ୍କୁ ଦିଆଯାଇଛି ଟ୍ରେନିଂ

ରାଜନଗର(କେନ୍ୟୁଜ୍): ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା । ୩ମାସ ଧରି ବନ୍ଦ ରହିବା ପରେ ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ । ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ପାଇଁ ଭିତରକନିକା ବନ୍ଦ କରାଯାଇଥିଲା। ଅଗଷ୍ଟ ୧ ତାରିଖରୁ ଭିତରକନିକା ଯାଇପାରିବେ ପର୍ଯ୍ୟଟକ । ଏନେଇ ଟୁରିଷ୍ଟ ଗାଇଡ୍‌ ମାନଙ୍କୁ ଟ୍ରେନିଂ ଦିଆଯାଇଛି। ପର୍ଯ୍ୟଯକଙ୍କ ସ୍ୱାଗତ ପାଇଁ ବିଭିନ୍ନ ପ୍ରସ୍ତୁତି କରିଛି ବନବିଭାଗ । ଲୁଣା ନର୍ସରୀ, ସେଲଫି ପଏଣ୍ଟ, ରେଷ୍ଟୁରାଣ୍ଟ, ବୋଟ୍‌ ଲାଇବ୍ରେରୀ, ବ୍ୟାଟେରୀ ବୋଟ୍‌ ଭଳି ବିଭିନ୍ନ ସୁବିଧା ରହିଛି। ଭିତରକନିକା ଭିତରକୁ ପ୍ରବେଶ କରିବା ପାଇଁ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଥିବା ରେଞ୍ଜ ଅଫିସର ମାନସ ଦାସ ସୂଚନା ଦେଇଛନ୍ତି ।

୩ମାସ ଧରି ବନ୍ଦ ରହିବା ପରେ ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ । ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ପାଇଁ ଭିତରକନିକା ବନ୍ଦ କରାଯାଇଥିଲା। ଅଗଷ୍ଟ ୧ ତାରିଖରୁ ଭିତରକନିକା ଯାଇପାରିବେ ପର୍ଯ୍ୟଟକ । ଏନେଇ ଟୁରିଷ୍ଟ ଗାଇଡ୍‌ ମାନଙ୍କଚୁ ଟ୍ରେନିଂ ଦିଆଯାଇଛି। ପର୍ଯ୍ୟଯକଙ୍କ ସ୍ୱାଗତ ପାଇଁ ବିଭିନ୍ନ ପ୍ରସ୍ତୁତି କରିଛି ବନବିଭାଗ । ଲୁଣା ନର୍ସରୀ, ସେଲଫି ପଏଣ୍ଟ, ରେଷ୍ଟୁରାଣ୍ଟ, ବୋଟ୍‌ ଲାଇବ୍ରେରୀ, ବ୍ୟାଟେରୀ ବୋଟ୍‌ ଭଳି ବିଭିନ୍ନ ସୁବିଧା ରହିଛି। ଭିତରକନିକା ଭିତରକୁ ପ୍ରବେଶ କରିବା ପାଇଁ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଥିବା ରେଞ୍ଜ ଅଫିସର ମାନସ ଦାସ ସୂଚନା ଦେଇଛନ୍ତି ।…

Sasmita

Recent Posts

ଜିଓ ଦେଉଛି ୨୮ ଦିନ ପାଇଁ ବଢ଼ିଆ ପ୍ଲାନ, ମିଳିବ ୬ GBର ଏକ୍ସଟ୍ରା ଡାଟା

ରିଲାଏନ୍ସ ଜିଓ ନିଜର ପ୍ରିପେଡ୍, ପୋଷ୍ଟପେଡ୍ ଏବଂ ବ୍ରଡବ୍ୟାଣ୍ଡ ୟୁଜରଙ୍କ ପାଇଁ ବିଭିନ୍ନ ପ୍ରକାରର ରିଚାର୍ଜ ପ୍ଲାନ୍‌ ଆଣିଥାଏ ।…

14 mins ago

ଚତୁର୍ଥ ଥର ପରିବର୍ତ୍ତନ ହେଲା ଜୁନିଅର ଏନଟିଆରଙ୍କ ଫିଲ୍ମ ‘ଦେବରା ପାର୍ଟ ୧’ର ରିଲିଜ୍‌ ଡେଟ୍‌, ଜାଣନ୍ତୁ କେବେ

ଚଳିତ ବର୍ଷର ସାଉଥ ସୁପରଷ୍ଟାର ଜୁନିଅର ଏନଟିଆର ତାଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦେବରା ପାର୍ଟ ୧’କୁ ନେଇ ଖୁବ୍‌…

16 mins ago

ବିଜୁଳି ଆଲୁଅରୁ ବଞ୍ଚିତ ଉପାନ୍ତ ଅଞ୍ଚଳବାସୀ, ବିପଦରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ

ସ୍ଵାଧୀନତାର ୭୬ ବର୍ଷ ପରେ ବି ବିଜୁଳି ଆଲୁଅରୁ ବଞ୍ଚିତ ଉପାନ୍ତ ଅଞ୍ଚଳବାସୀ । ଆଲୁଅ ବିନା ଘର ଠୁ…

24 mins ago

ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗାଁ ଲୋକେ, ରାସ୍ତାରେ ଗରା-ବାଲଟି ରଖି କଲେ ବିରୋଧ

କନ୍ଧମାଳ(କେନ୍ୟୁଜ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବୁନ୍ଦାଏ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଅନେକ ଲୋକ l ଫୁଲବାଣୀ ପୌର…

33 mins ago

ଫ୍ଲୋରିଡାରେ ପ୍ରବଳ ବର୍ଷା, ଟି୨୦ ବିଶ୍ୱକପ ଉପରେ ପଡିପାରେ ପ୍ରଭାବ

ଫ୍ଲୋରିଡାରେ ପ୍ରବଳ ବର୍ଷା ସହ ବନ୍ୟା ପରିସ୍ଥିତି ଦେଖାଦେଇଛି । ଫଳରେ ଟି୨୦ ବିଶ୍ୱକପ ଉପରେ ପ୍ରଭାବ ପଡିପାରେ ।…

1 hour ago

ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ଜଣେ ହାବିଲଦାର ମୃତ

କଟକ (କେନ୍ୟୁଜ): ଫୁଟିଲା ବୋମା । ହାବିଲଦାର ମୃତ । କଟକ ସଦର ଥାନା କାଠଯୋଡ଼ି ନଦୀପଠାରେ କମିଶନରେଟ ପୋଲିସର…

2 hours ago