Below header

କୁମ୍ଭୀର ଗଣନା ପାଇଁ ଆସନ୍ତା ୨୬ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ପ୍ରାଣୀ ଉଦ୍ୟାନ

ରାଜନଗର: କୁମ୍ଭୀର ଗଣନା ପାଇଁ ଆସନ୍ତା ୨୬ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ପ୍ରାଣୀ ଉଦ୍ୟାନ। ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ରାଜନଗର ବନଖଣ୍ଡର ଅନ୍ତର୍ଗତ ରାଜନଗର, କନିକା, ଗହୀରମଥା ଓ କୁଜଙ୍ଗ ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ଏହି ସମୟ ଭିତରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। କୁମ୍ଭୀର ବିଶାରଦ ତଥା ବିଶିଷ୍ଟ ପ୍ରାଣୀ ବିଜ୍ଞାନୀ ଡକ୍ଟର ସୁଧାକର କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୁମ୍ଭୀରଙ୍କ ଗଣନା କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.